ଗାଧୋଇବା ବେଳେ ଅଘଟଣ :
ପୁରୀ ସମୁଦ୍ରରେ ଗାଧୋଇବା ହେଲା କାଳ । ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଛାତ୍ର । ଦିଗବାରେଣୀ ଖୁଣ୍ଟି ନିକଟ ସମୁଦ୍ର ୪ନଂ ଜୋନରେ ଭଦ୍ରକରୁ ଆସିଥିବା ରୁଦ୍ର ପ୍ରତାପ ସାହୁ ସାଙ୍ଗ ମାନଙ୍କ ସହ ଗାଧୋଇବା ବେଳେ, ଭାସି ଯାଇଛନ୍ତି । ଏକ ବଡ଼ ଲହଡିରେ ପଡ଼ି ରୁଦ୍ର ପ୍ରତାପ ଭାସିଯାଇଥିଲେ । ଭଦ୍ରକ ଆଇଟିଆଇରେ ପଢୁଥିବା ରୁଦ୍ର ପ୍ରତାପ ଗତକାଲି ରାତିରେ, ଟ୍ରେନ ଯୋଗେ ସାଙ୍ଗ ମାନଙ୍କ ସହ ପୁରୀ ଆସିଥିଲେ । … Read more